ସମସ୍ତ ଅଧିକାରୀ ନିଜ ନିଜ କର୍ତ୍ତବ୍ୟକୁ ନିଷ୍ଠାର ସହିତ ମହାପ୍ରଭୁଙ୍କ ଆଦେଶ ମନେ କରି ସେବା ପ୍ରଦାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ରିପୋର୍ଟ: ଶକ୍ତି ପ୍ରସାଦ ମିଶ୍ର