ରଥଯାତ୍ରା ଓ ବାହୁଡ଼ା ଯାତ୍ରା ସମୟରେ ରଥ, ବଡ଼ଦାଣ୍ଡ, ସିଂହଦ୍ୱାର, ରେଳଷ୍ଟେସନ, ବସଷ୍ଟାଣ୍ଡ, ସମୁଦ୍ରତଟ, ପାର୍କିଂ ସ୍ଥଳ ଓ ଅନ୍ୟାନ୍ୟ ସମ୍ବେଦନଶୀଳ ସ୍ଥାନରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। <br />ରିପୋର୍ଟ-ଶକ୍ତି ପ୍ରସାଦ ମିଶ୍ର